ରାଜ୍ୟ

ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମନ୍ତ୍ରୀଡୀ ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିର ତଥା ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ

ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମନ୍ତ୍ରୀଡୀ ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିର ତଥା ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ ଅବସରରେ ମନ୍ଦିର ପରିଚାଳନା କମିଟି ତରଫରୁ ଆୟୋଜିତ ନାମ ସଂକୀର୍ତ୍ତନ, ଘୃତଯଜ୍ଞ, ଅର୍ନଯଜ୍ଞ କାର୍ଯ୍ୟକ୍ରମରେ ଗ୍ରାମ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା, ସଦସ୍ୟ, ସଦସ୍ୟା, ବ୍ଲକ୍ ଅଧ୍ୟକ୍ଷା, ସରପଞ୍ଚ, ସମିତି ସଭ୍ୟ, ସଭ୍ୟା, ସ୍ଥାନୀୟ ଜନପ୍ରତିନିଧି, ବିଜେଡ଼ି ସର୍ବବର୍ଗିୟ ନେତୃବୃନ୍ଦ, କର୍ମୀ, ମନ୍ଦିର ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ, ଗ୍ରାମବାସୀ ତଥା ଭକ୍ତ ମାନଙ୍କ ଗହଣରେ ମାନ୍ୟବର ବ୍ରହ୍ମପୁର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା ଯୋଗଦେଇ ପ୍ରଭୁ ହନୁମାନଙ୍କ ଦର୍ଶନ କରିବା ସହିତ ସମସ୍ତଙ୍କ ସର୍ବ କୁଶଳ ଓ ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ…।🙏

Leave a Reply

Your email address will not be published. Required fields are marked *