Uncategorized

ହସ୍ପିଟାଲରୁ ଚମ୍ପଟ ମାରିଥିବା ଦିବ୍ୟାଙ୍ଗ ରୋଗୀଙ୍କ ମୃତ ଦେହ ଡ୍ରେନ୍ ପାର୍ଶ୍ବରୁ ଉଦ୍ଧାର

ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରୁ ଚମ୍ପଟ ମାରିଥିବା ଦିବ୍ୟାଙ୍ଗ ରୋଗୀଙ୍କ ମୃତ ଦେହ ଡ୍ରେନ୍ ପାର୍ଶ୍ବରୁ ଉଦ୍ଧାର କରାଯାଇଛି। ରୋଗୀ ଜଣକ ୩ ଦିନ କୋଇଡ଼ା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ସେ ଲୁଚି କାହାକୁ କିଛି ନ ଜଣାଇ ହସ୍ପିଟାଲରୁ ପଳାଇଥିଲେ।ଗୁରୁବାର ତାଙ୍କ ମୃତଦେହ ଡିଡିଏମ୍ କାର୍ଯ୍ୟାଳୟ ନିକଟରେ ପଡ଼ି ରହିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *